ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡ଼ଃ ତିରୁମାଲା ନାୟକଙ୍କ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ରାୟଗଡ/ସରୋଜ ସାହୁ- ଚଳିତ ସମାକାଳୀନ ସାଧାରଣ ନିର୍ବାଚନ ୨୦୨୪ର ପ୍ରସ୍ତୁତି ନେଇ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡ଼ଃ ତିରୁମାଲା ନାୟକ ରାୟଗଡ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତିକୁ ସମୀକ୍ଷା କରିଛନ୍ତି l ଆଜି ସକାଳ ୧୦.୦୦ଘଟିକା ସମୟରେ ରାୟଗଡ ଜିଲ୍ଲାପାଳ ମନୋଜ…