ସୁବର୍ଣ୍ଣପୁର ରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ l
ସୁବର୍ଣ୍ଣପୁର - (ଆର୍ତ୍ତତ୍ରାଣ ମହାପାତ୍ର) ତା 11.01.24: ସୁବର୍ଣ୍ଣପୁର ଜିଲ୍ଳା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି l…