ଭକ୍ତି ସଙ୍ଗୀତ ସଂସଦ , ପାରଳାଖେମୁଣ୍ଡି ଦ୍ଵାରା ୪୧ତମ ଭଜନ ସମାରୋହ

https://youtu.be/pEm7daJPQNk ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଭକ୍ତି ସଙ୍ଗୀତ ସଂସଦ , ପାରଳାଖେମୁଣ୍ଡି ଦ୍ଵାରା ୪୧ତମ ଭଜନ ସମାରୋହ ଜଗନ୍ନାଥ ମନ୍ଦିର ନିକଟସ୍ଥ ରାଜଦାଣ୍ଡ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ଦେବୀ ମଠର ମହନ୍ତ ଶ୍ରୀ ରାମାନନ୍ଦ…

ବିଦ୍ୟାଳୟ ସ୍ତରରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ’ ଅବସରରେ ସାହିତ୍ୟ ଓ ସୃଜନଶୀଳତାର କାର୍ଯ୍ୟକ୍ରମ:‘ମୋ କଥା ମୋ…

▪️ସାମିଲ ହେବେ ପୁରାତନ ଛାତ୍ରଛାତ୍ରୀ ଏବଂ ଅଭିଭାବକ ▪️'ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ' ଅବସରରେ ଛାତ୍ରଛାତ୍ରୀମାନେ ଲେଖିବେ 'ମୋ କଥା ମୋ କାହାଣୀ' ଭୁବନେଶ୍ୱର, ୮ା୧ : ଛାତ୍ରଛାତ୍ରୀମାନେ ନିଜ ପ୍ରତିଭାର ବିକାଶ କରିବା ସହିତ ଓଡି଼ଆ ଭାଷାରେ କିପରି ନିଜକୁ ଶ୍ରେଷ୍ଠ କରିଗଢି଼…

“ନମୋ ଆପ୍‌-ବିକଶିତ ଭାରତ” ଆମ୍ବାସଡର ଅଭିଯାନ କର୍ମଶାଳା

 ଓଡିଶାରେ ମୋଦିଙ୍କ ଗ୍ୟାରେଂଟିକୁ ଘର ଘର ପହଂଚାଇବାରେ “ନମୋ ଆପ୍‌-ବିକଶିତ ଭାରତ” ଆମ୍ବାସଡର ବଡ ଭୁମିକା ନେବେ ଭୁବନେଶ୍ୱର, ତା.୦୮/୦୧: ସବକା ସାଥ୍‌, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସକୁ ଆଧାର କରି ଭାରତବର୍ଷକୁ ଏକ ବିକଶିତ ରାଷ୍ଟ୍ର ଭାବେ ଗଢି ତୋଳିବା ପାଇଁ ଯଶସ୍ୱୀ…

ନିଶ୍ଚିନ୍ତକୋଇଲି ବ୍ଲକ ଅସୁରେଶ୍ବର ଓ ଜିଗ୍ନୀପୁରରେ ଧାନ ମଣ୍ଡି ଉଦଘାଟିତ l

 (ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି ଅଧୀନରେ ରହିଥିବା ଜିଗ୍ନୀପୁର ସ୍ଥିତ ବଳଦେବଜୀଉ ସେବା ସମବାୟ ସମିତି ଆନୁକୂଲ୍ୟରେ ଚଳିତ ବର୍ଷ ଧାନ ମଣ୍ଡି ଶୁଭାରମ୍ଭ ହୋଇଛି। ସମିତିର ସମ୍ପାଦକ ମହମ୍ମଦ ଅମିନ୍ ଖାଁଙ୍କ ସଂଯୋଜନାରେ…

ଓଡ଼ଗାଁ ବ୍ଳକ ଗସ୍ତରେ ରାଜ୍ୟପାଳ, ଗାଁର ବିକାଶ ଘଟିଲେ ଦେଶର ବିକାଶ ହୋଇପାରିବ

ଓଡ଼ଗାଁ,୮।୧(ଶ୍ରୀକାନ୍ତ କୁମାର ମିଶ୍ର): ଓଡିଶା ରାଜ୍ୟପାଳ ରଘୁବର ଦାସ ସୋମବାର ଅପରାହ୍ନରେ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ଗସ୍ତରେ ଆସି ନନ୍ଦିଘର ଗ୍ରାମପଞ୍ଚାୟତ କଲ୍ୟାଣମଣ୍ଡପ ଠାରେ ପ୍ରାୟ ୩ଶହ ଚାଷୀ, ସ୍ୱୟଂ ସହାୟିକା ଗୋଷ୍ଠୀର ମା' ଏବଂ ସ୍ଥାନୀୟ ଜନପ୍ରତିନିଧି ମାନଙ୍କ ସହିତ ସରକାରଙ୍କ…

କୁତ୍ରା ବ୍ଲକ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି କୁତ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡ଼ା ପରାଗ ଗଭାଲି ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନ ସାଧାରଣ ଙ୍କର ଅଭିଯୋଗ ଆଦି ର ଶୁଣାଣି କରିଥିଲେ।…

ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଉଦଯାପିତ

ରାଉରକେଲା,(ବସନ୍ତ କୁମାର ଜେନା)- : ସ୍ଥାନୀୟ ଭଞ୍ଜ ଭବନ ପ୍ରଦର୍ଶନୀ ପଡିଆ ଠାରେ ଗତ 4 ତାରିଖ ଠାରୁ ଆରମ୍ଭ ହୋଇଥିବା ଆଞ୍ଚଳିକ କଳିଙ୍ଗ ହର୍ବଲ ମେଳା ଆଜି ଉଦଯାପିତ ହୋଇଛି l ଆଜିର ଉତ୍ସବ ରେ ରାଉରକେଲା କେନ୍ଦୁପତ୍ର ଡି.ଏଫ.ଓ. ଗୋକୁଳ ଚନ୍ଦ୍ର ପାଇକରାୟ ମୁଖ୍ୟ ଅଥିତି ଭାବେ ଯୋଗ ଦେଇଥିଵା…

ଦଳ କଲା କଣଠେସା, ବିଜେଡି ଛାଡିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର

ଭବାନୀପାଟଣା/ ରୋହିତ ନାୟକ : ଦଳରେ କଣଠେସା ହୋଇ ରହୁଥିବା ବା ଅବହେଳିତ ବୋଧ କରି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବଳଭଦ୍ର ମାଝୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ବଳଭଦ୍ର ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ…

ରାକ୍ସି ଗ୍ରାମ ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪

ଭବାନୀପାଟଣା (ରୋହିତ କୁମାର ନାଏକ ): ଆଜି କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ରାକ୍ସି ଗ୍ରାମ ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪ ଅନୁଷ୍ଠିତ ହୋଇଯାଇଛି l ରାକ୍ସି ସରପଞ୍ଚ ଯେମନ୍ତ ପୋଡ଼ ଙ୍କ ନେତୃତ୍ୱରେ ୦୭ ଘଣ୍ଟା ସମୟରେ ବୀମାଲା ମନ୍ଦିର ଠାରୁ ମଞ୍ଚ…

ଜିଲ୍ଲା ମତ୍ସ୍ୟ ବିଭାଗ ଦ୍ଵାରା ନିର୍ମିତ ମତ୍ସ୍ୟ ଅବତରଣ କେନ୍ଦ୍ର ଉଦ୍ଘାଟିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ଅନ୍ତର୍ଗତ ହରଭଙ୍ଗୀ ଜଳଭଣ୍ଡାରରେ ନିର୍ଭର କରୁଥିବା ହରଭଙ୍ଗୀ ଆଦିବାସି ପ୍ରାଥମିକ ସମବାୟ ସମିତିର ସଭ୍ୟମାନଙ୍କ ନିମନ୍ତେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ଵାରା ନିର୍ମିତ ଅବତରଣ କେନ୍ଦ୍ରକୁ ଗଜପତି ଜିଲ୍ଲାପାଳ…