୧୦୬୧ ଗୋଟି ସ୍ନାତକୋତ୍ତର ଶିକ୍ଷକ ପଦବୀ ପୂରଣ ନିମନ୍ତେ ଆବେଦନ ପତ୍ର ଆହ୍ୱାନ
୧୮ତାରିଖ ଅପରାହ୍ନ ୧ ଟା ଠାରୁ ରାତି ୧୧.୪୫ ପର୍ଯ୍ୟନ୍ତ କରିହେବ ଆବେଦନ
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ପୂର୍ଣ୍ଣ ଅନୁଦାନପ୍ରାପ୍ତ ୪୮୮ ବର୍ଗ (୨) ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକ ପାଇଁ ୨୩ ଗୋଟି ବିଭିନ୍ନ ବିଷୟରେ ୧୦୬୧ ଗୋଟି ସ୍ନାତକୋତ୍ତର ଶିକ୍ଷକ ପଦବୀ…