ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ସୀତାଙ୍କ ଜନ୍ମ ଦିବସ ପାଳିତ

ଓଡ଼ଗାଁ,୨୫।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ ଜିଲ୍ଲାର ଅନ୍ୟତମ ଆଧ୍ୟାତ୍ମିକ ପ୍ରାଣକେନ୍ଦ୍ର ତଥା ସ୍ବର୍ଣ୍ଣ କଳସକ୍ଷେତ୍ର ଭାବରେ ପରିଚିତ ଓଡ଼ଗାଁ ଶ୍ରୀରଘୁନାଥ ଜିଉଙ୍କ ପୀଠରେ ଆଜି ପବିତ୍ର ବୈଶାଖ ଶୁକ୍ଲ ନବମୀ ତିଥଥିରେ ମା' ସୀତାଙ୍କ ଜନ୍ମ ଉତ୍ସବ ପାଳନ ଅବସରରେ ବୈଦିକ ବ୍ରାହ୍ମଣ…

ବାହାଡ଼ାଝୋଲା-ମହୀପୁର ପୁର୍ତ୍ତ ରାସ୍ତା ପ୍ରଶସ୍ତିକରଣ ଗୁଣବତ୍ତା ନେଇ ପ୍ରଶ୍ନବାଚୀ;

୧ କିମି ରାସ୍ତା ପାଇଁ ୧ କୋଟି ୩୭ ଲକ୍ଷ ବ୍ୟୟବରାଦ, ମୋରମ ବଦଳରେ ପଡୁଛି ମାଟି ଓଡ଼ଗାଁ, ୨୫।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ ନୂଆଗାଁ ବ୍ଲକର ବାହାଡ଼ାଝୋଲା-ମହୀପୁର ପୁର୍ତ୍ତ ରାସ୍ତା ପ୍ରଶସ୍ତିକରଣ କାମର ଗୁଣବତ୍ତାକୁ ନେଇ ପ୍ରଶ୍ନ ଉଠିଛି।…

ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ

କେନ୍ଦୁଝର,ତା୨୫/୪- କେନ୍ଦୁଝର ଜିଲ୍ଲା ପ୍ରାଣୀ ଚିକିତ୍ସାଳୟ କାର୍ଯ୍ୟାଳୟ ସଭାଗୃହଠାରେ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ-୨୦୨୬ ପାଳିତ ହୋଇଯାଇଛି । ଜିଲ୍ଳା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ଚନ୍ଦ୍ର ଶେଖର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ…

ରାଜ୍ୟସ୍ତରୀୟ ୧୪ ବର୍ଷରୁ କମ ଉଭୟ ବାଳକ ଓ ବାଳିକା ମୁଖ୍ୟମନ୍ତ୍ରୀ ଫୁଟବଲ ଟ୍ରଫି ଉଦଘାଟିତ

ଜଗତସିଂହପୁର ତା ୨୫/୦୪/୨୦୨୬ ଜଗତସିଂହପୁର ସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିଅମ ଠାରେ ରାଜ୍ୟସ୍ତରୀୟ ୧୪ ବର୍ଷରୁ କମ ଉଭୟ ବାଳକ ଓ ବାଳିକା ମୁଖ୍ୟମନ୍ତ୍ରୀ ଫୁଟବଲ ଟ୍ରଫି ଜିଲ୍ଲା କ୍ରୀଡା ଓ ଯୁବସେବା ବିଭାଗ ଏବଂ ଜିଲ୍ଲା କ୍ରୀଡା ସଂସଦ ର ମିଳିତ ଆନୁକୂଲ୍ୟରେ ୨୪/୦୪/୨୬ ରିଖ ରେ ଉଦଘାଟିତ…

– ଋଣ ଭାର ସହିନପାରି ବେକରେ ରଶି ଲଗେଇ ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା !!

 ଛ ମାସ ପୂର୍ବେ ପୁଅ ର ହାଇଦ୍ରାବାଦରେ ମୃତ୍ୟୁ ହୋଇଥିଲା, ବେଲଗୁଣ୍ଠା,୨୫/୦୪, -(ଶିବରାମ ଚୌଧୁରୀ )-ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଝାଡବନ୍ଧ ପଞ୍ଚାୟତ କଳାସୂତା ଗ୍ରାମରେ ଏକ ଅଭାବନିୟ ଘଟଣା ଘଟିଛି l ଘରେ କେହି ନଥିବା ବେଳେ ବେକରେ ରଶି ଲଗେଇ ବୃଦ୍ଧ ଦମ୍ପତି ଆତ୍ମହତ୍ୟା…

ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ସୁରକ୍ଷା ଓ ପରିବେଶ ପରିଚାଳନା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

ଝାରସୁଗୁଡ଼ା: ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ପରିବେଶ ସନ୍ତୁଳନ ରକ୍ଷା କରିବା ପାଇଁ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ବିମାନବନ୍ଦର ପରିସରରେ ଏରୋଡ୍ରୋମ କମିଟି ଏବଂ…

ଜିଲ୍ଲାପାଳଙ୍କ ସରପ୍ରାଇଜ୍ ଭିଜିଟ; ଖରାରେ ଶ୍ରମିକଙ୍କୁ କାମ କରାଇବା ନେଇ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ…

ଶ୍ରମିକଙ୍କ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନର ମାର୍ଗଦର୍ଶିକା ମାନିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହର ପ୍ରଭାବକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ସ୍ୱତନ୍ତ୍ର ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ପାଳନ…

– ଗ୍ରାମାଞ୍ଚଳର ବିକାଶ ଓ ମହିଳା ସଶକ୍ତିକରଣ ହିଁ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ: ବିଧାୟକ ଟଙ୍କଧର ତ୍ରିପାଠୀ

ଝାରସୁଗୁଡ଼ା ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ଝାରସୁଗୁଡ଼ା, ୨୪/୦୪ : ଜିଲ୍ଲା ପ୍ରଶାସନ ପକ୍ଷରୁ ଏମ.ସି.ଏଲ ଅଡିଟୋରିୟମ ପରିସରରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଅତ୍ୟନ୍ତ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଝାରସୁଗୁଡ଼ା ମାନ୍ୟବର ବିଧାୟକ…

ବାଲ୍ୟ ବିବାହ ନିଷେଧ ସଚେତନତା କାର୍ଯ୍ୟକ୍ରମ

ଝାରସୁଗୁଡ଼ା: ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗର ମିଳିତ ଆନୁକୁଲ୍ୟରେ ଏକ ସପ୍ତାହବ୍ୟାପୀ ବାଲ୍ୟ ବିବାହ ନିଷେଧ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଆଜି ତାଳପଟିଆ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏହି ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ…

ଆମ୍‌କୋ-ସିମ୍‌କୋ ଶହୀଦ ସ୍ମାରକୀ କମିଟି ପକ୍ଷରୁ ୪୯ ଜଣ ଶହୀଦଙ୍କୁ ଭକ୍ତିପୁତ ଶ୍ରଦ୍ଧାଞଳି ଅର୍ପଣ

ରାଉରକେଲା:(ବସନ୍ତ କୁମାର ଜେନା) ଆମ୍‌କୋ-ସିମ୍‌କୋରେ ବ୍ରିଟିସ ଗୁଳିରେ ଶହୀଦ ହୋଇଥିବା ୪୯ ଜଣ ନିରିହ ଆଦିବାସୀଙ୍କ ପ୍ରତି ଭକ୍ତିପୁତ ଶ୍ରଦ୍ଧଞଳୀ ଅର୍ପଣ କରାଯାଇଛି । ୮୮ ତମ ଶହୀଦ ଦିବସରେ ପାନପୋଷ ଉପଜିଲ୍ଲ୍‌ାପାଳ ତଥା ଆମ୍‌କୋ-ସିମ୍‌କୋ ଶହୀଦ ସ୍ମାରକୀ କମିଟିର ଅ୍ମକ୍ଷ ବିଜୟ କୁମାର ନାୟକ…