ଉଦ୍ୟମୀ ଓଡ଼ିଶା ଏମଏସଏମଇ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ‘ଛାତ୍ର ଓ ଯୁବ ଉଦ୍ୟୋଗୀ ଦିବସ’ ପାଳିତ
ବାଲେଶ୍ୱର, ୩୦ ଜୁନ: ଜିଲ୍ଲା ଶିଳ୍ପ କେନ୍ଦ୍ର (ଡିଆଇସି), ବାଲେଶ୍ୱର ପକ୍ଷରୁ ନୋସି ବିଜନେସ୍ ପାର୍କ, ବାମପଦାଠାରେ ଆୟୋଜିତ ‘ଉଦ୍ୟମୀ ଓଡ଼ିଶା ଏମଏସଏମଇ କାର୍ଯ୍ୟକ୍ରମ–୨୦୨୬’ ର ଚତୁର୍ଥ ଦିବସରେ ‘ଛାତ୍ର ଓ ଯୁବ ଉଦ୍ୟୋଗୀ ଦିବସ’ ପାଳନ କରାଯାଇଥିଲା। କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା…