ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷର ଏନ୍ଫୋର୍ସମେଣ୍ଟ ବ୍ୟବସ୍ଥା ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ

ଏନ୍ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହେବ ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ…

ସୋଆ କମ୍ୟୁନିଟି ରେଡିଓର ନିର୍ଦ୍ଦେଶିକା ରାଜ୍ୟ କମ୍ୟୁନିଟି ରେଡ଼ିଓ ସଂଘର ଉପସଭାପତି ମନୋନୀତ

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ର ନିର୍ଦ୍ଦେଶିକା ଶ୍ରୀମତି ହନୀ ପଟ୍ଟନାୟକ ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ରାଜ୍ୟ ଉପସଭାପତି ଭାବେ ମନୋନୀତ ହୋଇଛନ୍ତି । ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ଅନୁମୋଦନ କ୍ରମେ…

“ଗାନ୍ଧୀ ଦର୍ଶନର ମୃତ୍ୟୁ ନାହିଁ”

ପାଟକୁରା ଗାନ୍ଧୀ ରାଜକିଶୋର ନାୟକଙ୍କୁ ଶ୍ରଦ୍ଧାଞ୍ଜଳି  ଭାରତବର୍ଷରେ ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁଯାୟୀ କାର୍ଯ୍ୟ କରୁଥିବା ସମସ୍ତ ଅନୁଷ୍ଠାନ ଗାନ୍ଧୀ ଦର୍ଶନ ଦ୍ଵାରା ପରିଚାଳିତ : ଜଷ୍ଟିସ ୟୁ ୟୁ ଲଳିତ ବିଭିନ୍ନ ବିରୋଧାଭାସ ସତ୍ତ୍ୱେ ଗାନ୍ଧୀଙ୍କ ବିଚାରଧାରା ସହିତ ଏବେ ବି…

ମିଶନଶକ୍ତିର ମୁଖା ଖୋଲିଲେ ମହିଳା

ଜୀବିକା ମିଶନର ପ୍ରତାରଣାକୁ ନେଇ କଂଗ୍ରେସ ଭବନରେ ସାମ୍ବାଦିକ ସମ୍ମିଳନୀ ଭୁବନେଶ୍ୱର- ମିଶନ ଶକ୍ତିର ମହିଳାଙ୍କ ସଶକ୍ତିକରଣକୁ ନେଇ ରାଜ୍ୟ ସରକାରଙ୍କର ମିଥ୍ୟା ପ୍ରଚାରର ଅସଲ ଚେହେରାକୁ ଆଜି ପଦାରେ ପକାଇଛି କଂଗ୍ରେସ । ଜୀବିକା ମିଶନ ମାଧ୍ୟମରେ ମିଶନ ଶକ୍ତି ବିଭାଗ କିଭଳି ଭାବରେ ମହିଳାଙ୍କୁ…

କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ୬ ତାରିଖରେ ଓଡ଼ିଶା ଆସିବେ

ଭୁବନେଶ୍ୱର : ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ନିମନ୍ତେ ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ପୂର୍ବତନ ସାଂସଦ ଡ. ଅଜୟ କୁମାର ଙ୍କର ଆସନ୍ତା ଜାନୁଆରୀ ୬ ତାରିଖରୁ ୮ ତାରିଖ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥିର ହୋଇଛି । ଡ. ଅଜୟ କୁମାର ୬ ତାରିଖ ଦିନ ୧୧ ଘଂଟା ସମୟରେ…

ଦଶପଲ୍ଲା ଟ୍ରେନ ପାଇଁ ସମୟ ସାରଣୀ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଆସନ୍ତା ୬ ତାରିଖରେ ଦଶପଲ୍ଲା ରେଳ ଷ୍ଟେସନର ଶୁଭ ଉଦଘାଟନ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ଵାରା ସମ୍ପାଦିତ ହେବ । ଉଦଘାଟନ ପରେ ଦଶପଲ୍ଲାରୁ ପୁରୀ ଏବଂ ଭୁବନେଶ୍ୱର ମଧ୍ୟରେ ନିୟମିତ ଟ୍ରେନ ଚଳାଚଳ କରିବ। ରେଳ ବିଭାଗ ପକ୍ଷରୁ ମିଳିଥିବା ସୂଚନା…

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ: ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଖୋର୍ଦ୍ଧା ରୋଡ୍-ଦଶପଲ୍ଲା…

ନିର୍ମାଣ କାର୍ଯ୍ୟ ଚାଲୁରହିଥିବା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନରେ ଉଭୟ ପାର୍ଶ୍ୱରୁ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି | ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ସମ୍ବନ୍ଧୀୟ କାର୍ଯ୍ୟଗୁଡ଼ିକର ସମୀକ୍ଷା | ଭୁବନେଶ୍ୱର: ପୂର୍ବତଟ ରେଳପଥର…

ଅଲଟିମେଟ ଖୋ ଖୋ ସିଜନ-୨: ୩ୟ ବିଜୟ ସହ ଓଡିଶା ଜଗରନଟ୍ସର ପ୍ଲେଅଫ୍‌କୁ ଯିବା ସମ୍ଭାବନା ଉଜ୍ଜୀବିତ

କଟକ,୩ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି କଟକର ଜୱାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଖେଳାଯାଇଥିବା ୨ୟ ମ୍ୟାଚ୍‌ରେ ଡିଫେଣ୍ଡିଙ୍ଗ ଚାମ୍ପିଅନ ଓଡିଶା ଜଗରନଟ୍ସ, ରାଜସ୍ଥାନ ୱାରିୟର୍ସ ବିରୋଧରେ ୩୨-୨୧ ପଏଂଟର ବଡ ବିଜୟ ହାସଲ କରିଛି । ଓଡିଶା ଜଗରନଟ୍ସର ପ୍ରତିରକ୍ଷାପୂର୍ଣ୍ଣ…

ଲୋକନାଥଙ୍କ ନିକଟରେ ରୁଦ୍ରାଭିଷେକ ଓ ଘୃତଯଜ୍ଞର ପୂର୍ଣ୍ଣାହୁତି : ହରିନାମ ସଂକୀର୍ତ୍ତନ ଆରମ୍ଭ : ପଞ୍ଚଦିବସ ବ୍ୟାପି…

ସାରସକଣା ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ--ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ଅଞ୍ଚଳର ସଚେତନ ଯୁବ ବର୍ଗଙ୍କ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ନୂଆବର୍ଷର ପ୍ରଥମ ସୋମବାରରୁ ପୂର୍ଵବର୍ଷ ଭଳି ବାବା ଲୋକନାଥ ମନ୍ଦିର ପ୍ରାଙ୍ଗଣରେ ଅଷ୍ଟଦିବସ ବ୍ୟାପି ଚତୁର୍ଥ ବାର୍ଷିକୀ ଶିବ ସହସ୍ର…

ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟର ୧୯୯୩ ବେଚର ବନ୍ଧୁମିଳନ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-: ବେଲଗୁଣ୍ଠା ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟର ୧୯୯୩ ମାଟ୍ରିକ ବେଚର ବନ୍ଧୁମିଳନ ଆଜି ଆସିକା ନିକଟସ୍ଥ ମା କରଞ୍ଜେଈ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେଇଯାଇଛି। ଏହି 24 ତମ ବାର୍ଷିକ ବନ୍ଧୁ ମିଳନ ରେ ପ୍ରାୟ 40 ଜଣ ଅଂଶ ଗ୍ରହଣ କରିଥିଲେ। ପ୍ରତି ବର୍ଷ ପରି…