ସଡ଼କ ସୁରକ୍ଷା ସପ୍ତାହ ପାଳନ ଉପଲକ୍ଷେ ସଚେତନତା ଶୋଭାଯାତ୍ରା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜାନୁୟାରୀ ୦୧ ତାରିଖ ଠାରୁ ୭ ତାରିଖ ପର୍ଯ୍ୟନ୍ତ ସଡ଼କ ସୁରକ୍ଷା ସଚେତନତା ସପ୍ତାହ ପାଳିତ ହେଉଛି। ଏହି ଅବସରରେ ଆଜି (ବୁଧବାର ଦିନ) ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରାକୁ ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀଯୁକ୍ତ ମାଧବନନ୍ଦ ନାୟକ ସବୁଜ ପତାକା…