ଡ଼ଙ୍ଗରମୁଣ୍ଡା ରେ ନାବାର୍ଡ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ
ଗାଇସିଲାଟ/ମନ ଡନସନା- ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡା ଗ୍ରାମରେ ଅନ୍ତର୍ଜାତୀୟ ମହିଳା ଦିବସ ୨୦୨୪ ପାଳିତ ହୋଇଯାଇଛି l ନାବାର୍ଡ ସହାୟତା ରେ ଦେବଦତ୍ତ କ୍ଲବ ତରଫରୁ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଗାଇସିଲେଟ…