“ମୋର ପ୍ରଥମ ଭୋଟ ଦେଶ ପାଇଁ” କାର୍ଯ୍ୟକ୍ରମ ଅନୁଷ୍ଠିତ.
ନବରଙ୍ଗପୁର/ଅଶୋକ ସାହୁ, ଶାସକ ପ୍ରଶାସକ: ନବରଙ୍ଗପୁର ଜିଲ୍ଲାର ଟିର୍ଲି ଆମ୍ବଗୁଡା ଠାରେ ଥିବା ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ "ମୋର ପ୍ରଥମ ଭୋଟ ଦେଶ ପାଇଁ"ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କାର୍ଯ୍ୟକ୍ରମ ଆରମ୍ଭ ରେ ଜାତୀୟ ସେବା ଯୋଜନା ଅଧିକାରୀ…