ବ୍ଲକ ସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଆଜି ଗୁଣପୁର ବ୍ଲକ ସଭାଗୃହରେ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ବ୍ଲକ ସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ପ୍ରଥମେ ବିଘ୍ନ ବିନାଶକ ଗଣେଶଙ୍କ ଠାରେ ପ୍ରଦିପ ପ୍ରଜ୍ବଳନ ପରେ କେକ କାଟି କାର୍ଯ୍ୟକ୍ରମର ଶୁଭାରମ୍ଭ…