ଜଗତସିଂହପୁର ଜିଲ୍ଲା ରେ ପାଣି ପଞ୍ଚାୟତ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଜଗତସିଂହପୁର,ତା-୨୮.୧୨.୨୦୨୩/ସୁମନ୍ତ କୁମାର ଦାସ: ଆସନ୍ତା ତା 16.01.24 ରିଖ ଠାରୁ ତା 30.01.24 ରିଖ ପର୍ଯ୍ୟନ୍ତ ଜିଲ୍ଲାରେ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯିବ। ଏ ନେଇ ଆଜି ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଚିନ୍ମୟୀ ବିଶ୍ଵାଳ…