କେସିଙ୍ଗା ବ୍ଲକ ଲଇତରା ପଞ୍ଚାୟତ ର ଜୋଲକୋ ଗ୍ରାମଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ…
କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ଲଇତରା ପଞ୍ଚାୟତର ଜୋଲକୋ ଗାଁ ଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଯୁବ ବରିଷ୍ଠ ଉପ ସଭାପତି ଶ୍ରୀ ମଣ୍ଟୁ ନାଏକ ଯୋଗଦେଇ ତୃଣମୂଳ…