ସାରା ରାଜ୍ୟରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହେଲା ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ
ବିଜୁ ଜନତା ଦଳ ଓଡ଼ିଶାର ବିକାଶ ଓ ଓଡ଼ିଶାବାସୀଙ୍କ ସେବାରେ ସମର୍ପିତ ହୋଇ କାର୍ଯ୍ୟ କରି ଚାଲିବ: ମୁଖ୍ୟମନ୍ତ୍ରୀ
-ସେବା ଓ ସାମାଜିକ ଅଙ୍ଗୀକାରବଦ୍ଧତା ଯୋଗୁଁ ଶ୍ରେଷ୍ଠ ଆଞ୍ଚଳିକ ଦଳ ଭାବେ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି
-ସମୃଦ୍ଧ, ସଶକ୍ତ ଓ ସ୍ବାଭିମାନୀ ନବୀନ ଓଡ଼ିଶା ଗଠନ…