ବଡ଼ ବୋର୍ସିଂ ପଂଚାୟତରେ ସଂକୀର୍ତ୍ତନ ମଣ୍ଡଳୀର ସଚେତନତା କାର୍ଯ୍ୟକ୍ରମ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଓଡ଼ିଶା ସରକାରଙ୍କ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ଗ୍ରାମରେ ସ୍ଥାନୀୟ ଲୋକକଳା ଏବଂ ଲୋକ ନାଟକ ମାଧ୍ୟମରେ ବିଭିନ୍ନ ସରକାରୀ ଯୋଜନା ଗୁଡ଼ିକ ସମ୍ପର୍କରେ ଜନ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି I ଏହି…