ଜାତୀୟ ଗଣିତ ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶନାରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି।ଜିଲ୍ଲା ବିଜ୍ଞାନ ନୀରିକ୍ଷକ ଏ .ରବି କୁମାର ଯୋଗ ଦେଇ ଜାତୀୟ ଗଣିତ ଦିବସ ପାଳନର…

ଚତୁର୍ଥ ଦିନରେ ଗଜପତି ଉତ୍ସବ ମହା ଆଡ଼ମ୍ବରରେ ପାଳିତ

https://youtu.be/uhrsSj1rlVs ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳା ଚତୁର୍ଥ ଦିନରେ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି। ଏହି ଅବସରରେ ଶୁକ୍ରବାର ସନ୍ଧ୍ୟାରେ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଜିଲ୍ଲାପାଳ-ତଥା-ଅଧକ୍ଷ , ଜିଲ୍ଲା ସଂସ୍କୃତି…

ଭୀମଭୋଈ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ।

ସାରସକଣା ରୁ ଦିପୁ ମହାପାତ୍ରଙ୍କ ରିପୋର୍ଟ ।:: ମୟୁରଭଂଜ ଜିଲ୍ଲା ସାରସକଣା ବ୍ଲକ ସ୍ଥିତ ନୋଡାଲ ପ୍ରାଥମିକ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ ହୋଇଛି । ଉକ୍ତ ଶିବିରକୁ ରାଜ୍ୟସଭା ସାଂସଦ ମମତା ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ…

ଭଦ୍ରେଶ୍ୱର ପଞ୍ଚାୟତରେ ମୋଦୀ ସରକାରଙ୍କ ବିକଶିତ ଭାରତ ସଚେତନ କାର୍ଯ୍ୟକ୍ରମ

 (ମାହାଙ୍ଗା - ଶାସକ ପ୍ରଶାସକ): କେନ୍ଦ୍ର ସରକାରଙ୍କ ଲୋକକଲ୍ୟାଣ ଯୋଜନାକୁ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ସହିତ ସଙ୍ଗେ ସଙ୍ଗେ ସେହି ସ୍ଥାନରେ ବିଭିନ୍ନ ଯୋଗ୍ୟ ହିତାଧିକାରୀମାନଙ୍କ ସମସ୍ୟା କୁ ବୁଝି ସମାଧାନ କରିବା ପାଇଁ ମାହାଙ୍ଗା ବ୍ଲକ ଅଞ୍ଚଳରେ ରହିଥିବା ପଞ୍ଚାୟତ ଗୁଡିକରେ ବିକଶିତ…

ବାଲୁଗାଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚତୁଃବିଂଶତମ ବାର୍ଷିକ ଉତ୍ସବ l

ବାଲୁଗାଁ:( ସେକ କୌସର ): ଆଜି ବାଲୁଗାଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚତୁଃବିଂଶତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପରିଚାଳନା ସମିତି ସଭାପତି ଦୁର୍ଯ୍ୟୋଧନ ସ୍ୱାଇଁଙ୍କ ସଭାପତିତ୍ୱ କରିଥିବା ବେଳେ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ରାଜ୍ୟ କଣ୍ଟ୍ରାକ୍ଟର ଆସୋସିଏସନ ସଭାପତି…

ସରପଞ୍ଚ ସୂର୍ଯ୍ୟକାନ୍ତ ପଣ୍ଡାଙ୍କ ସଂଯୋଜନାରେ ମୋଦୀ ସରକାରଙ୍କ ବିକଶିତ ଭାରତ ସଚେତନ କାର୍ଯ୍ୟକ୍ରମ

  ମାହାଙ୍ଗା-ଶାସକ ପ୍ରଶାସକ: ମାହାଙ୍ଗା ବ୍ଲକ ଗୋତରା ପଞ୍ଚାୟତ ଅସୁଲପୁର ବଜାର ସ୍ଥିତ ମା ଅସୁଲେଶ୍ୱରୀ ଙ୍କ ପୀଠରେ ମୋଦୀ ସରକାରଙ୍କ ବିକଶିତ ଭାରତ ସଂକଳ୍ପ ଯାତ୍ରା ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି l ସରପଞ୍ଚ ସୂର୍ଯ୍ୟକାନ୍ତ ପଣ୍ଡା ଙ୍କ ସଂଯୋଜନା ରେ ଏହି କାର୍ଯ୍ୟକ୍ରମ ରେ କେନ୍ଦ୍ର…

ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ରେ ବ୍ଳକ ସ୍ତରୀୟ କବାଡ଼ି ପ୍ରତିଯୋଗିତା ଅନୁଷ୍ଠିତ l

 (ନିଶ୍ଚିନ୍ତକୋଇଲି -ଶାସକ ପ୍ରଶାସକ): ରାଜ୍ୟ ସରକାରଙ୍କ ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ବ୍ଳକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହେଉଛି । ଆସନ୍ତା ୨୭ ତାରିଖରେ ପଞ୍ଚାୟତ ପ୍ରହଲ୍ଲାଦ ମହାବିଦ୍ୟାଳୟ ପରିସରରେ ଚୂଡ଼ାନ୍ତ ଖେଳ ଓ ପୁରସ୍କାର ବିତରଣୀ ଉତ୍ସବ…

ମଙ୍ଗଳପୁର ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ ବାର୍ଷିକ କ୍ରୀଡ଼ା ମହୋତ୍ସବ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ମଙ୍ଗଳପୁର ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ 21 ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନ ସମ୍ପାଦକ ମାଧବ ଚନ୍ଦ୍ର ଆପଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କ୍ରୀଡ଼ା ମହୋତ୍ସବରେ 21 ତାରିଖରୁ ଆରମ୍ଭ ହୋଇ…

ଯୁବ ଓଡ଼ିଶା ନବିନ ଓଡ଼ିଶା ତଥା ସମନ୍ବିତ ଯୁବ ବିକାଶ ଯୋଜନା ଆନୁକୁଲ୍ୟାରେ ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ…

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )- : ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କ୍ରୀଡ଼ା ଉତ୍ସବ ସମନ୍ବିତ ଯୁବ ବିକାଶ ଯୋଜନା ଆନୁକୁଲ୍ୟାରେ ଜି.ଟି ହାଇସ୍କୁଲ ଖେଳ ପଡ଼ିଆଠାରେ ଅଧ୍ୟକ୍ଷା ଡ଼ଃ ସଂଯୁକ୍ତା ପଣ୍ଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମସ୍ତ ଛାତ୍ରୀମାନେ…

ପଞ୍ଚାୟତ ସମିତି ମହାବିଦ୍ୟାଳୟ ଗାଇସିଲେଟ ରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଗାଇସିଲେଟ/ମନ ଡନସନା- ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟ ର ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ତିନି ଦିନ ବ୍ୟାପି ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିବସରେ ମିନି ଷ୍ଟାଡିଅମ ଠାରେ ଓଡିଶା ସରକାରଙ୍କ ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ ,ପଞ୍ଚାୟତ ସମିତି…