ଓଡିଶାରୁ ‘ଛାୟା ସରକାର’ ବିତାଡିତ ହେବା ଜରୁରୀ : ମନମୋହନ ସାମଲ
ପୂର୍ବତନ ବରୀ ବିଧାୟକ ଦେବାଶିଷ ନାୟକ ଓ ବରିଷ୍ଠ କଂଗ୍ରେସ ନେତା ନିହାର ରଞ୍ଜନ ମହାନନ୍ଦଙ୍କ ବିଜେପିରେ ଯୋଗଦାନ
ଭୁବନେଶ୍ୱର,ତା.୨୫/୦୨: ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ପାଇଁ ଦେଶରେ ଅଭୁତପୂର୍ବ ଜନଜାଗରଣ ସୃଷ୍ଟି ହୋଇଛି । “ଶ୍ରେଷ୍ଠ ଭାରତ, ଶ୍ରେଷ୍ଠ ଓଡ଼ିଶା ଗଠନର…