ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ପାଳନ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଦ୍ୟାଳୟର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ଵରେ ମୁଖ୍ୟ ଅତିଥି…