ଗୁଣୁପୁରରେ କ୍ରୀଡାବିତ୍ ମାନଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହୋଇଛି। ବିଜୁ ପଟନାୟକ ଇଣ୍ଡୋର ଷ୍ଟାଡିୟମ ଉଦଘାଟିତ ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ରାଜ୍ୟର ୪୦ଟି ବିଜୁ ପଟନାୟକ ଇଣ୍ଡୋର ଷ୍ଟାଡିୟମକୁ ଅନୁଷ୍ଠାନିକ ଭାବେ ଭାରଚୁଆଲରେ ଉଦଘାଟନ କରିଛନ୍ତି। ଏହି ଅବସରରେ ରାୟଗଡ ଜିଲ୍ଲା ଗୁଣୁପୁର ତହସିଲ ଅଫିସ ପଛପଟେ ନିର୍ମିତ ଇଣ୍ଡୋର ଷ୍ଟାଡିୟମକୁ ମଧ୍ୟ ମୁଖ୍ୟମନ୍ତ୍ରୀ…