ସଜାଡ଼ିବା ଓ ସାଇତି ରଖିବା ଛାତ୍ର ଜୀବନରେ ଅତି ଗୁରୁତ୍ୱପୂର୍ଣ୍ଣ ଅଭ୍ୟାସ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶିଶୁମାନେ କିଭଳି ପ୍ରତ୍ୟେକ ଜିନିଷକୁ ସାଇତି ରଖି ସଜାଡିବେ ଏବଂ ପଢାପଢି କରିବା ଆବଶ୍ୟକ ତାହାକୁ ସ୍ଵାମୀ ମୁକୁନ୍ଦାନନ୍ଦ ଜୀ ଙ୍କ ବାର୍ତ୍ତାକୁ ନେଇ ବାଳମୁକୁନ୍ଦ କେନ୍ଦ୍ରର ସଂଯୋଜକ ନିତ୍ୟାନନ୍ଦ ଚୌଧୁରୀ ରବିବାର ସନ୍ଧ୍ୟା ରେ ସ୍ଥାନୀୟ ଆର୍ବନ୍…

ବାଣପୁର: ବିଷ ପିଇ ଆତ୍ମହତ୍ୟା କଲେ ମହିଳା

ବାଣପୁର: (ସେକ କୌସର ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଆତ୍ମହତ୍ୟା ଜନିତ ମାମଲା ସାମ୍ନାକୁ ଆସିଛି। ଅପରାହ୍ନରେ ବିଷ୍ଣୁଡିହ ଗ୍ରାମର ସୁଦାମ ବାରିକଙ୍କ ପତ୍ନୀ ପଲିଶ୍ରୀ ବାରିକ (୪୬) ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।ସୂଚନା ମୁତାବକ ପଲ୍ଲିଶ୍ରୀ କୌଣସି କାରଣରୁ…

ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ୍ ର ସପ୍ତମ ସଂସ୍କରଣ ଉଦ୍‌ଘାଟିତ

 ଉଦ୍ଘାଟନୀ ମ୍ୟାଚ୍ କୁ ନଅ ୱିକେଟ୍ ରେ ଜିତିଲା କେନ୍ଦୁପଦର ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ପଂଚାୟତ ଅନ୍ତର୍ଗତ ପାଲକଷଣ୍ଢା ଗ୍ରାମର ସ୍ଵର୍ଗତ କ୍ରୀଡାବିତ୍ ଜଗନ୍ନାଥ ନାଇକଙ୍କ ସ୍ମୃତି ଉଦ୍ଦେଶ୍ୟରେ ପାଲକଷଣ୍ଢା ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର କ୍ରିକେଟ୍…

ଜୋନ୍ ସ୍ତରୀୟ ଶିଶୁ ମହୋତ୍ସବ ସର୍ଗି ଫୁଲ୍ ଉଦଯାପିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ଜନଜାତି ବର୍ଗର ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଭିତରେ ରଖିଥିବା ପ୍ରତିଭାକୁ ଚିହ୍ନଟ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ହୋଇଯାଇଛି ଶିଶୁ ମହୋତ୍ସବ ସର୍ଗି ଫୁଲ୍ -୨୦୨୩। ଏହି ଅବସରରେ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ସ୍ଥିତ…

ସ୍ବର୍ଗତ ବଳରାମ ପଣ୍ଡାଙ୍କ ୨୫ତମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ପରିସରର ମେଗା ଅଡ଼ିଟରୀୟମରେ ସ୍ବର୍ଗତ ବଳରାମ ପଣ୍ଡାଙ୍କ ୨୫ତମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଏକ ସ୍ମତି ସଭା ଆୟୋଜନ କରାଯାଇଥିଲା। ସ୍ବର୍ଗତ ପଣ୍ଡାଙ୍କ ଜ୍ୟେଷ୍ଠ ପୁତ୍ର ତଥା ଜି…

୨୦ରୁ ଅମଲା ସଂଘର ପୁଣି କାର୍ଯ୍ୟବନ୍ଦ ଆନ୍ଦୋଳନ

ନୟାଗଡ଼,(ଲକ୍ଷ୍ମୀଧର ସାହୁ) :ନୟାଗଡ଼ ମିଳିତ ଅମଲା ମଞ୍ଚ ର ଏକ ସାଧାରଣ ସଭା ଜିଲ୍ଲା କୃଷିବିଭାଗ ସଭା ଗୃହରେ ଅନୁଷ୍ଠିତ ହୋଇ ଯାଇଛି। ଅଧ୍ୟକ୍ଷ କୈଳାସ ଚନ୍ଦ୍ର ଓଝା, ସଭାପତି ବାଳକୃଷ୍ଣ ଦାଶ, ଉପ - ସଭାପତି ରଶ୍ମି ରଞ୍ଜନ ଦାଶ, ସମ୍ପାଦକ ପ୍ରଦୀପ୍ତ କୁମାର ନନ୍ଦ, ଆବାହକ ଶ୍ରୀଧର କୁମାର ସାହୁ…

ରାୟଗଡା ପ୍ରେସ କ୍ଲବର ନୂତନ କର୍ମକର୍ତ୍ତା ଚୟନ

ରାୟଗଡ଼ା : ରାୟଗଡା ପ୍ରେସ କ୍ଲବର ନୂତନ କର୍ମକର୍ତ୍ତା ଚୟନ କରାଯାଇଛି । ବରିଷ୍ଠ ଆଇନଜୀବି ତଥା କ୍ଳବର ଆଇନ ପରାମର୍ଶଦାତା ଶ୍ରୀ ମଦନମୋହନ ପାଢୀଙ୍କ ତତ୍ବାବଧାନରେ ଏକ ସାଧାରଣର ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ସାଧାରଣ ପରିଷଦ ବୈଠକରେ ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି କ୍ରମେ ଶ୍ରୀ…

ମହାତ୍ମା ଗାନ୍ଧୀ ଇଣ୍ଟରନେସନାଲ ପବ୍ଲିକ୍ ସ୍କୁଲ୍ ଠାରେ ଅଷ୍ଟମ ତମ ବାର୍ଷିକ ଉତ୍ସବ ” ସ୍ଵର – 2023…

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ରାୟଗଡା ଜିଲ୍ଲା ଗୁଣପୁର ସ୍ଥାନୀୟ ଇଣ୍ଡୋର୍ ଷ୍ଟାଡିୟମ୍ ନିକଟ ରେ ମହାତ୍ମା ଗାନ୍ଧୀ ଇଣ୍ଟରନେଶ୍ନାଲ ପବ୍ଲିକ୍ ସ୍କୁଲ୍ ର 8ମ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି. ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ରାୟଗଡ଼ ଜିଲ୍ଲା ଡି ଡବ୍ଲ୍ୟୁ ଓ…

ରାଜନୀତି ଆରମ୍ଭ : ଗଞ୍ଜାମରୁ ବିରୋଧୀଙ୍କୁ କଟାକ୍ଷ ସହ ସିଧା ଟାର୍ଗେଟ୍ କଲେ ଭି କେ ପାଣ୍ଡିଆନ୍

https://youtu.be/CaJ1TzXUfrc "କିଛି ଲୋକଙ୍କୁ ବିକାଶ ଦେଖା ଯାଉନାହିଁ । ରୂପାନ୍ତରଣକୁ ଗ୍ରହଣ କରିପାରୁନାହାନ୍ତି । ରୂପାନ୍ତରଣ କଥା ଆସିଲା ବେଳକୁ ସେମାନେ ଅନ୍ଧ ହେଇଯାଉଛନ୍ତି । ଆଖୁ ଖୋଲିଲେ ସମଗ୍ର ଓଡ଼ିଶାର ସବୁଠି ବିକାଶ ଓ ରୂପାନ୍ତରଣ ଜଳଜଳ ହୋଇ ଦେଖାଯିବ । ଶିକ୍ଷାରୁ…

ଟାଙ୍ଗର ମୁଣ୍ଡା ରାସ୍ତା ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା : ଆହତ ଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଭୁବନେଶ୍ବର: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ 5 ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ…