ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସୋହେଲା କପ ଉଦଯାପିତ
ବରଗଡ :- ଗତ 7 ଦିନ ଧରି ସୋହେଲା ଠାରେ ଚାଲିଥିବା ସର୍ବ ଭାରତୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ " ସୋହେଲା କପ୍ " ର ଫାଇନାଲ ମ୍ୟାଚ୍ ଆଜି ସନ୍ଧ୍ୟାରେ ଉଦଯାପିତ ହୋଇ ଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ମାନ୍ୟବର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା,…