‘ସଙ୍ଗୀତଧାରା’ ପକ୍ଷରୁ ଭକ୍ତି ସଙ୍ଗୀତ ପ୍ରତିଯୋଗିତା
ନୟାଗଡ଼,(ଲକ୍ଷ୍ମୀଧର ସାହୁ) :ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜୋନସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଖଣ୍ଡପଡା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ା ଏବଂ ଭାପୁର ବ୍ଲକର ପ୍ରତିଯୋଗୀ ମାନଙ୍କୁ…