ସରସ୍ବତୀ ଶିଶୁ ବିଦ୍ଯା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ଯା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବଡ଼ ହର୍ଷ ଉଲ୍ଲାସ ଓ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଶିଶୁ ପ୍ରାରମ୍ଭ ଠାରୁ ଦ୍ବିତୀୟ ଶ୍ରେଣୀ ପର୍ଯ୍ୟନ୍ତ ୮୦ରୁ!-->…