ଆର୍ଯ୍ୟକନ୍ୟା ଗୁରୁକୁଳରେ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳନ
ବେଲଗୁଣ୍ଠା,୨୭/୦୬-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ତନରଡ଼ା ସ୍ଥିତ ଆର୍ଯ୍ୟକନ୍ୟା ଗୁରୁକୁଳରେ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଅନୁଷ୍ଠାନର ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବିଭାଗୀୟ କନିଷ୍ଠ…