ବିଭିନ୍ନ ସ୍ଥାନରେ ସରସ୍ଵତୀ ପୂଜା ମହାସମାରୋହରେ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରରେ ୩୪ତମ ସରସ୍ଵତୀ ପୂଜା ମହା ସମାରୋହରେ ପାଳିତ ହୋଇଥିଲା । ପ୍ରାତଃ ୮.୦୦ଘ ସମୟରେ ଛାତ୍ରଛାତ୍ରୀ ତଥା ପୁରୋହିତଙ୍କ ଦ୍ଵାରା ମାଁ ଙ୍କ ଆବାହନ , ପୂଜନ ଏବଂ ହୋମ , ପୂଷ୍ପାଞ୍ଜଳି କାର୍ଯ୍ୟକ୍ରମ…