ବନ୍ଥପଲ୍ଲୀରେ ହନୁମାନ ମନ୍ଦିର ପ୍ରତିଷ୍ଠାର ପ୍ରଥମ ବାର୍ଷିକ ଉତ୍ସବ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଗାଙ୍ଗପୁର ଥାନା ଅନ୍ତର୍ଗତ ମୁନିଗାଡ଼ି ପଂଚାୟତ ବନ୍ଥପଲ୍ଲୀ ସ୍ଥିତ ହନୁମାନ ମନ୍ଦିରର ପ୍ରତିଷ୍ଠାର ପ୍ରଥମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଗ୍ରାମରେ ଦିନ ତମାମ ସ୍ଵତନ୍ତ୍ର ପୂଜାପାଠ,ହନୁମାନ ଚାଳିଶା ପାଠ,…