ଉମର – ଓଷଙ୍ଗ-ମାହାଙ୍ଗା ପଞ୍ଚାୟତରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ l
ମାହାଙ୍ଗା-ଶାସକ ପ୍ରଶାସକ : ମାହାଙ୍ଗା ବ୍ଲକ୍ ଅନ୍ତର୍ଗତ ଉମର-ମାହାଙ୍ଗା ଓ ଓଷଙ୍ଗ ପଞ୍ଚାୟତରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉମର ଠାରେ ପୂର୍ବତନ ସରପଞ୍ଚ ଚିତ୍ତରଂଜନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା…