ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି: ଯୁବ ସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’ – ସ୍ୱତନ୍ତ୍ର ଯୁବ ଉଦ୍ୟମୀ
ଗ୍ରାମାଞ୍ଚଳ ଓ ସହରାଞ୍ଚଳ ର ଯୁବକ ଯୁବତୀମାନଙ୍କ ପାଇଁ ବ୍ୟବସାୟରେ ବିପୁଳ ସୁଯୋଗ
ବ୍ୟବସାୟ ପାଇଁ ୧୮ ରୁ ୩୫ ବର୍ଷ ବୟସ୍କ ଯୁବକ ଯୁବତୀମାନଙ୍କୁ ମିଳିବ ବିନା ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ ଋଣ
ରାଜ୍ୟ ସରକାର ଖର୍ଚ୍ଚ କରିବେ ୪୪୮ କୋଟି ଟଙ୍କା, ପ୍ରଥମ ପର୍ଯ୍ୟାୟରେ ସାମିଲ ହେବେ ୧…