ବାଣପୁର କୁମାରାଙ୍ଗ ପଞ୍ଚାୟତରେ ‘ଆମ ଓଡିଶା ନବୀନ ଓଡିଶା’ ର ଶୁଭାରମ୍ଭ
ବାଣପୁର (ସେକ କୌସର ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ ନୂଆ-ଓ ଜରିଆରେ ଆମ ଓଡିଶା ନବୀନ ଓଡିଶା ଅଧୀନ ଉନ୍ନତିମୂଳକ କାର୍ଯ୍ୟ ଏବଂ ଜନହିତକର ଯୋଜନାର ସଫଳ ରୂପାୟନକୁ ଜନସାଧାରଣଙ୍କ ଅବଗତି ନିମନ୍ତେ ପ୍ରତି ପଞ୍ଚାୟତରେ ସଚେତନତା ଶିବିର ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହି…