ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ,
ତେନ୍ତୁଳିଖୁଣ୍ଟି/ଅଶୋକ ସାହୁ, ଶାସକ ପ୍ରଶାସକ: ଓଡ଼ିଶା ସରକାର ଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ଏକ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ତେନ୍ତୁଳିଖୁଣ୍ଟି ବ୍ଲକ୍ ଦିଗି ପଞ୍ଚାୟତ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମରେ କୃଷି ବିଭାଗ , ମତ୍ସ୍ୟ ଓ…