ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ
ଆପଣମାନେ ନିରାପଦରେ ଫେରି ଆସିଥିବାରୁ ମୁଁ ବହୁତ୍ ଖୁସି
ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ
ପ୍ରତ୍ୟେକ ଶ୍ରମିକ ଜଣେ ଜଣେ ହିରୋ, ପ୍ରତିକୂଳ ପରିସ୍ଥିତିରେ ଜୀବନ ପାଇଁ ସେମାନଙ୍କ ସଂଘର୍ଷର କାହାଣୀ ପ୍ରେରଣା ଦାୟକ - ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: …