ଗଜପତି ଜିଲ୍ଲାରେ ଭୂସ୍ଖଳନ ସଂପର୍କିତ ଆଗୁଆ ସତର୍କ ସୂଚନା ବ୍ୟବସ୍ଥା ସ୍ଥାପନ ହେବ ।
ଭୁବନେଶ୍ୱର:ଗଜପତି ଜିଲ୍ଲାରେ ସ୍ଥାପନ ହେବ ବିପର୍ଯ୍ୟୟ ସଂପର୍କିତ ଆଗୁଆ ସତର୍କ ସୂଚନା ବ୍ୟବସ୍ଥା। ଜିଲ୍ଲାରେ ବାତ୍ୟା ସମୟରେ ଭୂସ୍ଖଳନ ବା ଲ୍ୟାଣ୍ଡ ସ୍ଲାଇଡ୍ ସଂପର୍କରେ ଏହା ବିଶେଷ କରି ଆଗୁଆ ସୂଚନା ପ୍ରଦାନ କରିବାରେ ସହାୟକ ହେବ । “ଅମ୍ରିତା ବିଶ୍ୱ ବିଦ୍ୟାପୀଠମ୍” ବିଶ୍ୱ ବିଦ୍ୟାଳୟ, କେରଳ…