ହାତ ପାହାନ୍ତାରେ ପହଞ୍ଚିଲା ବ୍ୟାଙ୍କ ସୁବିଧା

ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ଆଜି ପ୍ରଥମ ପର୍ଯ୍ୟାୟରେ ୭୫୪ ପଞ୍ଚାୟତ, ୨୦୨୪ ମାର୍ଚ୍ଚ ସୁଦ୍ଧା ୪୩୭୩ ପଞ୍ଚାୟତରେ ପହଞ୍ଚିବ ଆମ ବ୍ୟାଙ୍କ ଆମ ବ୍ୟାଙ୍କ ଯୋଜନାରେ ଯୋଡି ହେଲେ ୬ଟି ରାଷ୍ଟ୍ରାୟତ ବ୍ୟାଙ୍କ 5T ଉପକ୍ରମରେ ଆରମ୍ଭ…

ଆରମ୍ଭ ହେଲା ଆମ ବ୍ୟାଙ୍କ ସେବା

ଟେମରି ବ୍ୟାଙ୍କ କୁ ସର୍ବସାଧାରଣଙ୍କ ସେବା ପାଇଁ ଆରମ୍ଭ କଲେ ବିଧାୟିକା ବର୍ଷା ବରଗଡ :- ଏବେ ବି ବ୍ୟାଙ୍କ ସେବା ଲୋକଙ୍କ ପାଖକୁ ପହଂଛି ପାରି ନାହିଁ । ତୃଣମୂଳ ସ୍ତରର ଶେଷ ବ୍ୟକ୍ତି ଙ୍କର ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ଆମ ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କର ଏକ ସଫଳ…

ଦିବ୍ୟାଙ୍ଗମାନଙ୍କ ନିମନ୍ତେ କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ମିଳିଲା ସମ୍ମାନଜନକ ଗ୍ରୀନଟେକ୍ ସିଏସ୍ଆର…

ନୂଆଦିଲ୍ଲୀ / ଭୁବନେଶ୍ୱର- ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) କୁ ଭିନ୍ନକ୍ଷମଙ୍କ ପୁନଃଥଇଥାନ ଏବଂ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସମ୍ମାନଜନକ ଗ୍ରୀନଟେକ୍ ସିଏସ୍ଆର ଇଣ୍ଡିଆ ପୁରସ୍କାର ୨୦୨୩ ରେ ସମ୍ମାନିତ କରାଯାଇଛି । ପ୍ରଭାବଶାଳୀ…

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବବିକାଶ କାର୍ଯ୍ୟକ୍ରମ ଉଦଘାଟିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି (ମଙ୍ଗଳବାର ଦିନ)ସମନ୍ୱିତ ଯୁବବିକାଶ କାର୍ଯ୍ୟକ୍ରମ ଉଦଘାଟିତ ହୋଇଛି।ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟୋଜିତ ଉକ୍ତ କାର୍ଯ୍ୟକ୍ରମକୁ ସ୍ଥାନୀୟ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଖର୍ସଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ…

ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା -୨୦୨୩ର ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ମଙ୍ଗଳବାର ଦିନ ଶୁଭ ଉଦଘାଟିତ ହୋଇଯାଇଛି। ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳାରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ…

୧୭ ଦିନର କସରତ ଓ ଦେଶବାସୀଙ୍କ ପ୍ରାର୍ଥନା ହେଲା ସଫଳ

ଉତ୍ତରକାଶୀ ଟନେଲରେ ଫସି ରହିଥିବା ୪୧ ଜଣ ଶ୍ରମିକ ଉଦ୍ଧାର ଉତ୍ତରକାଶୀ : ଉତ୍ତରକାଶୀ ଟନେଲରେ ଫସି ରହିଥିବା ୪୧ ଜଣ ଶ୍ରମିକ ଉଦ୍ଧାର ହୋଇଛନ୍ତି । ପ୍ରତୀକ୍ଷାର ଅନ୍ତ ଘଟିଲା ଓ ଦୀର୍ଘ ୧୭ ଦିନର କସରତ ପରେ ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଛନ୍ତି ଶ୍ରମିକ ମାନେ | ପ୍ରଥମେ ଅସୁସ୍ଥ ଓ ବୟସ୍କ…

ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା ସାମାଜିକ କାର୍ଯ୍ୟାବଳୀ ର ପ୍ରଥମ ଦିନ ରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ l

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରରେ ନୂଆ-ଓ, ଯୁବ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉପଲକ୍ଷେ ସାମାଜିକ କାର୍ଯ୍ୟାବଳୀ ର ପ୍ରଥମ ଦିବସ ଅଧକ୍ଷ ଡ଼ଃ ଲଳିତେନ୍ଦୁ ନାୟକ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଅଛି। ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି…

ରାୟଗଡ଼ ରେ ପହଞ୍ଚିଲା ଅଯୋଧ୍ୟା ର ପବିତ୍ର ଅକ୍ଷତ କଳସ।

ରାୟଗଡ଼ା/ସରୋଜ ସାହୁ : ପ୍ରଭୁ ଶ୍ରୀ ରାମ ଲଲ୍ଲାଙ୍କ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଆସନ୍ତା ୨୦୨୪ ଜାନୁଆରୀ ୨୨ ତାରିଖ ଦିନ ଅଯୋଧ୍ୟାରେ ହେବାକୁ ଯାଉଛି। ଏହି ଅବସରରେ ଶ୍ରୀରାମ ଜନ୍ମ ଭୂମି ତୀର୍ଥ କ୍ଷେତ୍ର ଅଯୋଧ୍ୟା ପକ୍ଷରୁ ଗତ ୫ ନଭେମ୍ବରରେ ଅଯୋଧ୍ୟା ଠାରେ ଅକ୍ଷତ ପୂଜା ଅନୁଷ୍ଠିତ ହୋଇଥିଲା।…

ମାଁ ତାରିଣୀ ପୀଠରେ ଅନ୍ନଭୋଗ ବଣ୍ଟନ: ଦଶ ହଜାର ରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ ଙ୍କ ସମାଗମ

ପଦ୍ମପୁର /ପାଇକମାଳ ଭାଙ୍ଗକୁଟି ସ୍ଥିତ ମାଁ ତାରିଣୀ ଙ୍କ ପୀଠରେ ପ୍ରତି ବର୍ଷ ଭଳି ଏବର୍ଷ ମଧ୍ୟ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପୂଜା ଲାଗି ହେବା ସହ ଅନ୍ନଭୋଗ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ପଦ୍ମପୁର ସ୍ୱେଚ୍ଛାସେବୀ ସଂଗଠନ ତରଫରୁ ଆୟୋଜିତ ଏହି ପୂଜାନୋତ୍ସବ ରେ ପ୍ରଥମେ ମାଁ…