ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଓଡ଼ିଶା ସରକାର ଏହି ଆତ୍ମରକ୍ଷା କୌଶଳ କାର୍ଯ୍ୟକ୍ରମ ୨୦୧୩ ମସିହାରେ ଆରମ୍ଭ କରିଥିଲେ। ଦିଲ୍ଲୀର…