ଅସୁରେଶ୍ୱର ରେ ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଉଦ୍ଘାଟିତ l
(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକରେ ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଇଥିବା ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତ ସ୍ତରୀୟ ସଚେତନ ଶିବିର ଅସୁରେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି l ସରପଞ୍ଚ ଗୌତମୀ…