ରାଜ୍ୟସ୍ତରୀୟ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ଅବସରରେ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ୱର:ମହାନ ବିପ୍ଳବୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ପାଳନ ଅବସରରେ ଆଜି ସକାଳେ ଆଦିବାସୀ ପ୍ରଦର୍ଶନୀ ପଡ଼ିଆ ଏବଂ କଳିଙ୍ଗ ହସ୍ପିଟାଲ୍ ଛକଠାରେ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛିା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ…