ନୟାଗଡ଼ରେ ମାର୍ଚ୍ଚ ୧ରୁ ୭ ଯାଏଁ ଚତୁର୍ଥ ରାଜ୍ୟସ୍ତରୀୟ ନାଟ୍ୟମେଳା
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା'ନାଟ୍ୟଧାରା' ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ୧ ମାର୍ଚ୍ଚ ୨୦୨୪ ଠାରୁ ୦୭ ମାର୍ଚ୍ଚ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟ ସ୍ତରୀୟ ନାଟ୍ୟମେଳା' ପଠାଣି ସାମନ୍ତ…