ଝାରବନ୍ଧରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି : ମୁଖ୍ଯମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା
ଝାରବନ୍ଧ/ମନୋହର ଦାଶ:-ଆଜି ବରଗଡ଼ ଜିଲ୍ଲାର ଝାରବନ୍ଧ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବରଗଡ଼ ଜିଲ୍ଲାପାଳ ମୋନିଷା ବାନାର୍ଜି, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ଆଲୋକ ପଟେଲ, ଭାରପ୍ରାପ୍ତ ମୁଖ୍ଯ କାର୍ଯ୍ଯ ନିର୍ବାହି ଅଧିକାରୀ, ବରଗଡ଼ ଶ୍ରୀ ଫକୀର…