ରାଜ୍ୟର ସମସ୍ତ ପୌରାଞ୍ଚଳରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରାଯିବ
file photo
ଭୁବନେଶ୍ବର,୨୭।୦୧ : ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ…