ରାଜ୍ୟ ସାମ୍ବାଦିକ ସଙ୍ଘ (SUJ)କେନ୍ଦ୍ରାପଡ଼ା ଶାଖା ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ।

କେନ୍ଦ୍ରାପଡା:(ଶାସକ ପ୍ରଶାସକ) ପ୍ରଫୁଲ୍ଲ କୁମାର ମଲ୍ଲ କେନ୍ଦ୍ରାପଡ଼ା ଜିଲ୍ଲାର ସାମ୍ବାଦିକଙ୍କ ଗହଣରେ ଜାତୀୟ ପ୍ରେସ ଦିବସ ହୋଟେଲ ଗୌରୀଶଙ୍କର ଠାରେ ପାଳିତ ହୋଇଯାଇଛି। ଏହି ଅବସରରେ SUJ ର ରାଜ୍ୟ ସମ୍ପାଦକ ଶିବାଶିଷ ମହାନ୍ତି ଯୋଗଦେଇ କାର୍ଯ୍ୟକ୍ରମକୁ ଆରମ୍ବ କରିଥିବା ବେଳେ, ଉକ୍ତ ସଂଘ ର…

ଷଷ୍ଠ ଜିଲ୍ଲା ପରିଷଦ ର ଚତୁର୍ଥ ବୈଠକ ଅନୁଷ୍ଠିତ

ସୁନ୍ଦରଗଡ:- (ବସନ୍ତ କୁମାର ଜେନା): ଆଜି ସ୍ଥାନୀୟ ବିକାଶ ଭବନଠାରେ ଜିଲ୍ଲା ପରିଷଦର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦ ର ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ, ଉପାଧ୍ୟକ୍ଷ ଶ୍ରୀ କମଳ କୁମାର ଲାକ୍ରା, ମାନ୍ୟବର ସଦର ବିଧାୟିକା ଶ୍ରୀମତୀ କୁସୁମ ଟେଟେ, ମାନ୍ୟବର ତଳସରା…

ସୁନ୍ଦରଗଡ଼ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ଗଣମାଧ୍ୟମ ଦିବସ ପାଳିତ

ସୁନ୍ଦରଗଡ଼, (ବସନ୍ତ କୁମାର ଜେନା): ଆଜି ସୁନ୍ଦରଗଡ଼ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ଗଣମାଧ୍ୟମ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ, ସୁନ୍ଦରଗଡ଼ ଏବଂ ଜିଲ୍ଲା ପ୍ରଶାସନ, ସୁନ୍ଦରଗଡ଼ ଦ୍ଵାରା ଏହି ଦିବସ ସ୍ଥାନୀୟ ସଦଭାବନା ଭବନ ଠାରେ ଆୟୋଜିତ…

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ରାଉରକେଲା ରେ ଜାତୀୟ ପ୍ରେସ ଦିବସ ପାଳନ

ରାଉରକେଲା :(ବସନ୍ତ କୁମାର ଜେନା): ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ, ରାଉରକେଲା ଆନୁକୂଲ୍ୟରେ ଜାତୀୟ ପ୍ରେସ ଦିବସ ପାଳନ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୀମା ଫାତିମା ଏକ୍କାଙ୍କ ଅଧ୍ୟକ୍ଷତାରେ ଏହି ଅବସରରେ ଏକ ସଭା ପାନପୋଷ ଉପଖଣ୍ଡ କୃଷି ବିଭାଗ ସଭାଗୃହରେ ଆୟୋଜିତ…

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୩ ଉଦଘାଟିତ

ଜଗତସିଂହପୁର,/ସୁମନ୍ତ କୁମାର ଦାସ:ଭାରତ ଏକ କୃଷିପ୍ରଧାନ ଦେଶ ଏବଂ ଜଗତସିଂହପୁର ଜିଲ୍ଲା ଆଜି କୃଷି ଓ ପଶୁପାଳନରେ ଏକ ଅଗ୍ରଣୀ ଜିଲ୍ଲା ଭାବେ ପରିଗଣିତ l ଓଡିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ…

ବେଲଗୁଣ୍ଠା ରେ ଜାତୀୟ ପ୍ରେସ୍ ଦିବସ ପାଳିତ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- ଜାତୀୟ ପ୍ରେସ୍ ଦିବସ ଅବସରରେ ସନ୍ଧ୍ୟା ଛଅ ଘଣ୍ଟା ସମୟରେ ବେଲଗୁଣ୍ଠା ବଣିକ ସଂଘ କାର୍ଯ୍ୟାଳୟ ଠାରେ ପ୍ରେସକ୍ଲବ ବେଲଗୁଣ୍ଠା ତରଫରୁ ଜାତୀୟ ପ୍ରେସ୍ ଦିବସ ପାଳନ କରାଯାଇଛି I ପ୍ରେସକ୍ଲବ ସଭାପତି ପ୍ରଦ୍ୟୁମ୍ନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ସ୍ଥାନୀୟ ସେଞ୍ଚୁରୀଆନ୍ ବିଶ୍ଵବିଦ୍ୟାଳୟ ଖେଳପଡିଆ ଠାରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦଘାଟିତ ହୋଇଯାଇଛି। ଏହି ଉଦଘାଟନ ସମାରୋହରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ସୁରେଶ…

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ…

ବଲାଙ୍ଗିର ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ –ନଭେମ୍ବର ୨୮ ତାରିଖରୁ ଜିଲ୍ଲାରେ ଖରିଫ ଧାନ କ୍ରୟ ଆରମ୍ଭ ହେବ ।

ବଲାଙ୍ଗିର ୧୬/୧୧ : ବଲାଙ୍ଗିର ଜିଲ୍ଲାରେ ଖରିଫ ୨୦୨୩-୨୪ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ଆଜି ପୂର୍ବାହ୍ନ ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟସଭା ସାଂସଦ ନିରଞ୍ଜନ…

ଛାତ୍ରମାନଙ୍କ ଦ୍ୱାରା ୧୫ତମ ଗୁରୁପୂଜନ ମହୋତ୍ସବ ପାଳିତ

ଜଗତସିଂହପୁର,ତା-୧୬.୧୧.୨୦୨୩/ସୁମନ୍ତ କୁମାର ଦାସ: ଗାୟକ ବନମାଳୀ ପତି ମହୋଦୟଙ୍କର ଗୁରୁପୂଜନ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଚଳିତବର୍ଷ ତା-୧୩.୧୧.୨୦୨୩ ରିଖଠାରୁ ତା-୧୫.୧୧.୨୦୨୩ରିଖ ପର୍ଯ୍ୟନ୍ତ ମା ଖଣ୍ଡୁଆଳୀଙ୍କ ନିକଟରେ ସତ୍ୟବ୍ରତ କର, ବେଣୁଧର ଷଢଙ୍ଗୀ ନାରାୟଣୀ ମିଶ୍ରଙ୍କ…