ଅଞ୍ଚଳ ମହାବିଦ୍ୟାଳୟ ରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ର କବିତା ଆବୃତ୍ତି ଓ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ
ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ସୋମବାର ଦିନ ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁର ର ସମ୍ମେଳନ ପ୍ରକୋଷ୍ଠରେ ଅପରାହ୍ନ ୩ ଘଟିକା ସମୟରେ "ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ର ଆୟୋଜନ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ" ଓ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର କବିତା ଆବୃତ୍ତି ଏବଂ ବକ୍ତୃତା…