ଖଇରପୁଟିରେ କିଶୋରୀ ମେଳା-2023/24 ଅନୁଷ୍ଠିତ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଖଇରପୁଟି ପଂଚାୟତ କାର୍ଯ୍ୟାଳୟ ନିକଟସ୍ଥ ପଂଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଆଇସିଡିଏସ୍ ଅଞ୍ଚଳ ପରିଦର୍ଶିକା ଝୁନୁଲତା ସ୍ଵାଇଁଙ୍କ ଅଧ୍ୟକ୍ଷତାରେ କିଶୋରୀ ମେଳା-2023/24 ଅନୁଷ୍ଠିତ ହୋଇଯାଇଛି I ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…