ନାଟଙ୍ଗାରେ ବ୍ଳକ୍ ସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ ପାଳନ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ପବିତ୍ର ଶାମ୍ବ ଦଶମୀ ଅବସରରେ ବେଲଗୁଣ୍ଠା ବ୍ଳକ୍ ନାଟଙ୍ଗା ଚକରା ବିଷୋୟୀ କ୍ଲବ୍ ପକ୍ଷରୁ ବ୍ଳକ୍ ସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି I ନାଟଙ୍ଗା ଗ୍ରାମ୍ୟ ପରିଚାଳନା କମିଟି ସଭାପତି ଭାସ୍କର ଲେଙ୍କାଙ୍କ ସଭାପତିତ୍ୱରେ ଅନୁଷ୍ଠିତ…