ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ସେବା ଆରମ୍ଭ: ଲକ୍ଷ୍ମୀ ଯୋଜନାରେ ଆରମ୍ଭ ହେଲା ଏହି ସେବା
୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ଚାଲିବ
ପ୍ରଥମ ପର୍ଯ୍ୟାୟରେ ୧୨ଟି ଜିଲ୍ଲାରୁ ବସ୍ସେବା ଆରମ୍ଭ ହେଲା
ଜିଲ୍ଲା ସଦରମହକୁମାରୁ ଭୁବନେଶ୍ଵର ଦେଇ ମହାପ୍ରଭୁଙ୍କ ଧାମ ପୁରୀକୁ ଯିବ ବସ୍
ଲକ୍ଷ୍ମୀ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ୍ର…