ରତ୍ନ ଭଣ୍ଡାର ପ୍ରସଙ୍ଗରୁ ଦୃଷ୍ଟି ହଟାଇବା ପାଇଁ ପରିକ୍ରମା ପ୍ରକଳ୍ପ ଓ ଯଜ୍ଞ ବିଷୟରେ ଗଜପତିଙ୍କ ମୁହଁରୁ କୁହାଉଛନ୍ତି…
ପରିକ୍ରମା ପ୍ରକଳ୍ପ ଉଦ୍ଘାଟନ ପୂର୍ବରୁ କମିଟି ଗଠନ କରି ରତ୍ନ ଭଣ୍ଡାର ଖୋଲନ୍ତୁ ରାଜ୍ୟ ସରକାର
ରତ୍ନ ଭଣ୍ଡାର ଖୋଲିବା ବଦଳରେ ଲେଜର୍ ସ୍କାନିଂ ରାଜ୍ୟ ସରକାରଙ୍କ ଯୋଜନାବଦ୍ଧ ଷଡଯନ୍ତ୍ର
ଓଡ଼ିଆ ଯୋଗ୍ୟ ଲୋକଙ୍କ ଉପରେ ରାଜ୍ୟ ସରକାରଙ୍କ ବିଶ୍ୱାସ ନାହିଁ କି ?
…