ଶିଶୁର ଯତ୍ନ ଓ ସୁରକ୍ଷା ସମ୍ବନ୍ଧୀୟ କର୍ମଶାଳା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ୟୁବିସେଟି ସମ୍ମିଳନୀ କକ୍ଷରେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପ୍ରେମ୍ ତରଫରୁ ଶିଶୁ ଯତ୍ନ ଓ ସୁରକ୍ଷା ସମ୍ବନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ପ୍ରେମ୍ ଅନୁଷ୍ଠାନର ସଭାପତି ଜାକୋବ ଥୁଣ୍ଡେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…