ଭଞ୍ଜନଗର ବି.ଜେ.ଡି ର ଜନସମ୍ପର୍କ ପଦଯାତ୍ରା
ଭଞ୍ଜନଗରରୁ { ଉଦୟନାଥ ପଣ୍ଡା }: ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଠାରୁ ଡିସେମ୍ବର ୨୬ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପର୍ଯ୍ୟନ୍ତ 'ଜନ ସମ୍ପର୍କ ପଦଯାତ୍ରା' ଅନୁଷ୍ଠିତ ହେବ।
ଏହି…