ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ହେଲ୍ପ ଡେସ୍କ ଉଦଘାଟିତ
ବଲାଙ୍ଗିର: ଆଜି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପରିସରରେ ବିଜୁ ଯୁବ ଜନତା ଦଳର ସଭାପତି ଜତୀନ ପଟେଲ ଓ ବିଜୁ ଛାତ୍ର ଜନତା ଦଳର ସଭାପତି ସୁମନ କୁମାର ନନ୍ଦଙ୍କ ନେତୃତ୍ୱରେ ବଲାଙ୍ଗିର ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗିର ମ୍ୟୁନିସିପାଲିଟି ଅଧ୍ୟକ୍ଷା ଲିକା ସାହୁ, ବଲାଙ୍ଗିର ବ୍ଲକ…