ନିର୍ବାଚନରେ ବ୍ଯବହୃତ ହେବାକୁ ଥିବା ଇଭିଏମ୍ ଏବଂ ଭିଭିପ୍ୟାଟ ପ୍ରଦର୍ଶନ ସଚେତନା କେନ୍ଦ୍ର ଶୁଭାରମ୍ଭ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଚଳିତ ବର୍ଷ ଅନୁଷ୍ଠିତ ନିର୍ବାଚନ ନିମନ୍ତେ ବ୍ୟବହୃତ ହେବାକୁ ଥିବା ଇଭିଏମ୍ ଓ ଭିଭିପ୍ୟାଟ ର ବ୍ୟବହାର କରି କିଭଳି ଭୋଟଦାତାଗଣ ନିଜର ମତ ସାବ୍ଯସ୍ତ କରିବେ ସେ ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ସମଗ୍ର ଜିଲ୍ଲାରେ ଆରମ୍ଭ ହେବ। ଏଥି ନିମନ୍ତେ…