ବାଲୁଗାଁ ଏନଏସି ରେ ବୁଲିଲା ଶ୍ରୀ ଜଗନ୍ନାଥ ଅର୍ପଣ ରଥ
ବାଲୁଗାଁ (ସେକ କୌସର ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏସି ରେ ଶ୍ରୀ ଜଗନ୍ନାଥ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଶ୍ରୀ ଜଗନ୍ନାଥ ଅର୍ପଣ ରଥ ଘରକୁ ଘର ବୁଲି ଚାଉଳ ଆଉ ଗୁଆ ସଂଗ୍ରହ କରିଛି। ଅର୍ପଣ ରଥ ଜେନା କଲୋନୀ, ରାମପୁର, କେ. କେ. ନୂଆଗାଁ, ଉମାମହେଶ୍ଵରଃ ରୋଡ ଗ୍ରାମରୁ ଗୁଆ…